Psalms 33:1 — Compare Translations
5 translations compared side by side
Odia - 1840
"ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ବରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶାେଭନୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।
Odia IRV 2017 (ଓଡିଆ ବାଇବେଲ)
ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।