Psalms 33:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ଯର୍ଥ କରି ପାରନ୍ତି। ସେ ସମାନଙ୍କେ ସମସ୍ତ ଯୋଜନାକୁ ବ୍ଯର୍ଥ କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି। ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।