Psalms 33:12 — Compare Translations

5 translations compared side by side

Odia - 1840
"ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସମାନେେ ସମସ୍ତେ ଭାଗ୍ଯଶାଳୀ ଅଟନ୍ତି। କାରଣ ପରମେଶ୍ବର ସମାନଙ୍କେୁ ସ୍ବତନ୍ତ୍ର ଭାବରେ ବିବଚେନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି। କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ।