Psalms 33:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସ୍ବର୍ଗରୁ ଥାଇ ସବୁ ଲୋକଙ୍କ ଉପରେ ଦୃଷ୍ଟିପାତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ସ୍ଵର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ମନୁଷ୍ୟ-ସନ୍ତାନକୁ ନିରୀକ୍ଷଣ କରନ୍ତିନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ ଦୃଷ୍ଟିପାତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;