Psalms 33:14 — Compare Translations

5 translations compared side by side

Odia - 1840
"ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ ନିରୀକ୍ଷଣ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ ନିରୀକ୍ଷଣ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ନିବାସ-ସ୍ଥାନରୁ ପୃଥିବୀନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି;