Psalms 33:15 — Compare Translations

5 translations compared side by side

Odia - 1840
"ପରମେଶ୍ବର ସମସ୍ତ ମନୁଷ୍ଯମାନଙ୍କ ହୃଦଯକୁ ତିଆରି କରିଛନ୍ତି। ତଣେୁ ପରମେଶ୍ବର ଜାଣନ୍ତି ପ୍ରେତ୍ୟକକ ମନୁଷ୍ଯ କ'ଣ ଚିନ୍ତା କରୁଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି। ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।