Psalms 33:17 — Compare Translations
5 translations compared side by side
Odia - 1840
"ଅଶ୍ବମାନେ କବଳେ ୟୁଦ୍ଧରେ ବିଜଯୀ କରାନ୍ତି ନାହିଁ। ସମାନଙ୍କେର ଶକ୍ତି କବଳେ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରକ୍ଷାର୍ଥେ ଅଶ୍ଵ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ଵାରା କାହାକୁ ରକ୍ଷା କରି ପାରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ। ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ରକ୍ଷାର୍ଥେ ଅଶ୍ୱ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ୱାରା କାହାକୁ ରକ୍ଷା କରି ପାରିବ ନାହିଁ।