Psalms 33:18 — Compare Translations

5 translations compared side by side

Odia - 1840
"ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ବର ସମାନଙ୍କେର ଯତ୍ନ ନିଅନ୍ତି ଓ ସମାନଙ୍କେ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସହେିମାନେ ତାଙ୍କର ସ୍ବର୍ଗୀଯ କରୁଣାରେ ରକ୍ଷା ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି। ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
Odia IRV 2017 (ଓଡିଆ ବାଇବେଲ)
ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,