Psalms 33:19 — Compare Translations

5 translations compared side by side

Odia - 1840
"ପ୍ରଭୁ ସହେି ଲୋକମାନଙ୍କୁ ମୃତ୍ଯୁ ମୁଖରୁ ରକ୍ଷା କରନ୍ତି। ସେ ସମାନଙ୍କେୁ ଶକ୍ତି ପ୍ରଦାନ କରନ୍ତି। ଯେତବେେଳେ ସମାନେେ ଅତ୍ଯନ୍ତ ଭୋକିଲା ଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି। ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି। ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।