Psalms 33:2 — Compare Translations

5 translations compared side by side

Odia - 1840
"ବୀଣା ବାଦ୍ଯ କରି ସଦାପ୍ରଭୁଙ୍କୁ ଧନ୍ଯବାଦ ଦିଅ। ଦଶ-ତାର ବାଦ୍ଯରେ ତାଙ୍କର ପ୍ରଶଂସା ଗାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ବୀଣା ବାଦ୍ୟ କରି ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ। ଦଶ-ତାର ବାଦ୍ୟରେ ତାଙ୍କର ପ୍ରଶଂସା ଗାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।
Odia IRV 2017 (ଓଡିଆ ବାଇବେଲ)
ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର।