Psalms 33:20 — Compare Translations

5 translations compared side by side

Odia - 1840
"ତଣେୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା। ସେ ଆମ୍ଭକୁ ସାହାୟ୍ଯ କରନ୍ତି ଓ ରକ୍ଷା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା। ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ।