Psalms 33:21 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସହେି ପବିତ୍ର ନାମରେ ଭରସା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି। ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ୱାସ କରିଅଛୁ।