Psalms 33:22 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ। ତଣେୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ। ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।