Psalms 33:3 — Compare Translations
5 translations compared side by side
Odia - 1840
"ତାଙ୍କ ଉଦ୍ଦେଶ୍ଯରେ ଏକ ନୂତନ ଗୀତ ଶୁଣାଅ। ସୁନ୍ଦର ସ୍ବରରେ ମନୋହର ବାଦ୍ଯରେ ଏକ ଗୀତ ରଚନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ। ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର।