Psalms 33:4 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ବାକ୍ଯ ସତ୍ଯ ଅଟେ। ତାଙ୍କର ସମସ୍ତ କାର୍ୟ୍ଯକୁ ତୁମ୍ଭେ ବିଶ୍ବାସ କରିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ଵସ୍ତତାରେ ସାଧିତ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବାକ୍ୟ ସତ୍ୟ ଅଟେ। ତାଙ୍କର ସମସ୍ତ କାର୍ଯ୍ୟକୁ ତୁମ୍ଭେ ବିଶ୍ୱାସ କରିପାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ।