Psalms 33:5 — Compare Translations
5 translations compared side by side
Odia - 1840
"ପରମେଶ୍ବର ସବୁ ପ୍ରକାର ନ୍ଯାଯ ବିଚାର ଓ ଉତ୍ତମ କାର୍ୟ୍ଯକୁ ଭଲ ପାଆନ୍ତି। ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସବୁ ପ୍ରକାର ନ୍ୟାୟ ବିଗ୍ଭର ଓ ଉତ୍ତମ କାର୍ଯ୍ୟକୁ ଭଲ ପାଆନ୍ତି। ପୃଥିବୀ ସଦାପ୍ରଭୁଙ୍କ ପ୍ରକୃତ କରୁଣାରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ;