Psalms 33:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗଗନମଣ୍ତଳ ସଦାପ୍ରଭୁଙ୍କ ବାକ୍ୟରେ,ଣଣଏବ୍ରୀ ୧୧:୩ ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ଵାସରେ ନିର୍ମିତ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ୱରଙ୍କ ନିଶ୍ୱାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
Odia IRV 2017 (ଓଡିଆ ବାଇବେଲ)
ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।