Psalms 33:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରୀତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ତାରରେ ସଞ୍ଚୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସମୁଦ୍ରରୁ ଜଳ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କଲେ। ସେ ସମୁଦ୍ରକୁ ତା ସ୍ଥାନରେ ରଖି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ଡାରରେ ସଞ୍ଚୟ କରନ୍ତି।