Psalms 33:8 — Compare Translations
5 translations compared side by side
Odia - 1840
"ଏ ପୃଥିବୀର ପ୍ରେତ୍ୟକକ ବ୍ଯକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏ ପୃଥିବୀର ପ୍ରତ୍ୟେକ ବ୍ୟକ୍ତି ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରିବା ଉଚିତ୍। ଏ ପୃଥିବୀର ସମସ୍ତ ଲୋକ ତାଙ୍କୁ ଭୟ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ।