Psalms 33:9 — Compare Translations

5 translations compared side by side

Odia - 1840
"କାରଣ ପରମେଶ୍ବରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ସ ୟଦି ସେ କାହାରିକୁ ଚାଲୁରଖିବା ପାଇଁ ଚାହାନ୍ତି ତବେେ ଚାଲୁରଖି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପରମେଶ୍ୱରଙ୍କ ଆଦେଶ ମାତ୍ରକେ ପୃଥିବୀ ସୃଷ୍ଟି ହେଲା ଯଦି ସେ କାହାରିକୁ ଗ୍ଭଲୁରଖିବା ପାଇଁ ଗ୍ଭହାନ୍ତି ତେବେ ଗ୍ଭଲୁରଖି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା ମାତ୍ରେ ସ୍ଥିତି ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ କହିବା ମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବାମାତ୍ରେ ସ୍ଥିତି ହେଲା।