Psalms 34:1 — Compare Translations
5 translations compared side by side
Odia - 1840
"ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ଵାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ । ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବିମେଲକ୍ ସାକ୍ଷାତରେ ନିଜର ଚିନ୍ତାଧାରା ଦାଉଦ ପରିବର୍ତ୍ତନ କଲେ ଓ ତାହାଦ୍ୱାରା ତଡ଼ାଖାଇ ଗ୍ଭଲିଗଲେ। ସେହି ସମୟରେ ଦାଉଦଙ୍କ ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ।