Psalms 34:10 — Compare Translations

5 translations compared side by side

Odia - 1840
"ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଶକ୍ତିଶାଳୀ ଲୋକମାନେ ମଧ୍ୟ ଦୁର୍ବଳ ଓ ଭୋକିଲା ହେବେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ୱରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସେମାନଙ୍କର ସବୁକିଛି ମଙ୍ଗଳ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।