Psalms 34:11 — Compare Translations

5 translations compared side by side

Odia - 1840
"ହେ ପିଲାମାନେ, ଆସ ମାେ କଥା ଶୁଣ। ଓ ମୁଁ ତୁମ୍ଭକୁ କିପରି ସଦାପ୍ରଭୁଙ୍କୁ ସମ୍ମାନ କରାୟାଏ ଶିକ୍ଷା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପିଲାମାନେ, ଆସ ମୋ’ କଥା ଶୁଣ; କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।
Odia IRV 2017 (ଓଡିଆ ବାଇବେଲ)
ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।