Psalms 34:12 — Compare Translations

5 translations compared side by side

Odia - 1840
"ୟଦି ଜଣେ ବ୍ଯକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମଯ ଜୀବନୟାପନ କରିବାକୁ ଇଚ୍ଛା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ବ୍ୟକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମୟ ଜୀବନଯାପନ କରିବାକୁ ଇଚ୍ଛା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
Odia IRV 2017 (ଓଡିଆ ବାଇବେଲ)
ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?