Psalms 34:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।