Psalms 34:16 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦ କାର୍ୟ୍ଯ କରନ୍ତି ସମାନଙ୍କେ ବିରୁଦ୍ଧରେ ୟାଆନ୍ତି। ସେ ସମାନଙ୍କେୁ ସଂପୂର୍ଣ୍ଣ ଭାବେ ଧ୍ବଂସ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଯେଉଁମାନେ ମନ୍ଦକାର୍ଯ୍ୟ କରନ୍ତି ସେମାନଙ୍କ ବିରୁଦ୍ଧରେ ଯାଆନ୍ତି। ସେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।
Odia IRV 2017 (ଓଡିଆ ବାଇବେଲ)
ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।