Psalms 34:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡ଼ାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।