Psalms 34:18 — Compare Translations
5 translations compared side by side
Odia - 1840
"ଯେତବେେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସମାନେେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସହେି ଶାଚେନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସମାନଙ୍କେୁ ଉଦ୍ଧାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା’ପରେ ସେମାନେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସେହି ଶୋଚନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସେମାନଙ୍କୁ ଉଦ୍ଧାର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।