Psalms 34:19 — Compare Translations

5 translations compared side by side

Odia - 1840
"ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାର୍ମିକ ବ୍ୟକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ସେମାନଙ୍କର ପ୍ରତ୍ୟେକ ବିପଦରୁ ଉଦ୍ଧାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ବିପଦ ଅନେକ; ମାତ୍ର ସେହିସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ବିପଦ ଅନେକ; ମାତ୍ର ସେହି ସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।