Psalms 34:2 — Compare Translations
5 translations compared side by side
Odia - 1840
"ବିନଯୀ ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ। ମାରେ ଆତ୍ମା ସଦାପ୍ରଭୁଙ୍କ ଧ୍ଯାନରେ ବ୍ଯାକୁଳ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ। ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ।