Psalms 34:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସମାନଙ୍କେ ଶରୀରର ଅସ୍ଥିକୁ ରକ୍ଷା କରିବେ ୟପରେିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ତେ ହେଲେ ଭଗ୍ନ ହୁଏ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେମାନଙ୍କ ଶରୀରର ଅସ୍ଥିକୁ ରକ୍ଷା କରିବେ ଯେପରିକି ଖଣ୍ଡିଏ ହାଡ଼କୁ ଭାଙ୍ଗିବାକୁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।