Psalms 34:21 — Compare Translations
5 translations compared side by side
Odia - 1840
"କିନ୍ତୁ ବିପଦ ସହେି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚଯ ବିନଷ୍ଟ କରିବ। ଉତ୍ତମ ବ୍ଯକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବିପଦ ସେହି ଦୁଷ୍ଟ ଲୋକମାନଙ୍କୁ ନିଶ୍ଚୟ ବିନଷ୍ଟ କରିବ। ଉତ୍ତମ ବ୍ୟକ୍ତିମାନଙ୍କର ଶତ୍ରୁମାନେ ସମୂଳେ ବିନାଶ ପ୍ରାପ୍ତ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ; ଧାର୍ମିକର ଘୃଣାକାରୀ ଦୋଷୀକୃତ ହେବ।