Psalms 34:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ସହେି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି। ଯେଉଁ ବ୍ଯକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କବେେ ହେଲେ ସମାନଙ୍କେୁ ଧ୍ବଂସ ହବୋକୁ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ସେହି ଲୋକମାନଙ୍କର ପ୍ରାଣକୁ ଉଦ୍ଧାର କରିବେ, ଯେଉଁମାନେ ତାଙ୍କୁ ଆରାଧନା କରନ୍ତି। ଯେଉଁ ବ୍ୟକ୍ତିମାନେ ତାଙ୍କ ଉପରେ ନିର୍ଭରଶୀଳ, ସେ କେବେହେଲେ ସେମାନଙ୍କୁ ଧ୍ୱଂସ ହେବାକୁ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି; ପୁଣି, ତାହାଙ୍କର ଶରଣାଗତ କେହି ଦୋଷୀକୃତ ହେବେ ନାହିଁ।