Psalms 34:4 — Compare Translations

5 translations compared side by side

Odia - 1840
"ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କଲି। ସେ ମାେତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାପ୍ରଭୁଙ୍କର ଅନ୍ଵେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।