Psalms 34:5 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ବୀକାର କରାୟିବ। ଏଥିରେ ଲଜ୍ଜିତ ହବୋର କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ୱୀକାର କରାଯିବ। ଏଥିରେ ଲଜ୍ଜିତ ହେବାର କିଛି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ୍ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ।