Psalms 34:6 — Compare Translations

5 translations compared side by side

Odia - 1840
"ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୁଃଖୀଲୋକ କାକୁକ୍ତି କଲା, ପୁଣି ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।