Psalms 34:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ଵାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।