Psalms 34:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ବରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ବରଙ୍କ ଉପାସନା କରନ୍ତି, ସମାନେେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପବିତ୍ର ଭକ୍ତଗଣ ପରମେଶ୍ୱରଙ୍କ ଉପାସନା କର। ଯେଉଁ ଲୋକମାନେ ପରମେଶ୍ୱରଙ୍କ ଉପାସନା କରନ୍ତି, ସେମାନେ ଦରକାର କରୁଥିବା ବସ୍ତୁ ସର୍ବଦା ପାଇଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ତାହାଙ୍କର ସଦ୍‍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ।