Psalms 35:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯେଉଁମାନେ ମାେ ସହିତ ବିବାଦ କରୁଛନ୍ତି ତୁମ୍ଭେ ସମାନଙ୍କେ ସହିତ ମାେ ନିମନ୍ତେ ୟୁଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ । ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର । ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଂଗେ ଯୁଦ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଗୀତ ସଦାପ୍ରଭୁ ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର।