Psalms 35:10 — Compare Translations
5 translations compared side by side
Odia - 1840
"ସେତବେେଳେ ମାରେ ସମ୍ପୂର୍ଣ୍ଣ ଶରୀର କହିବ, ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କହେି ନାହିଁ। ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତାଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ। ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛନ୍ତି, ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଅସ୍ଥିସକଳ କହିବ, ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକି ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ। ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା’ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ। ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ, ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
Odia IRV 2017 (ଓଡିଆ ବାଇବେଲ)
ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”