Psalms 35:11 — Compare Translations
5 translations compared side by side
Odia - 1840
"କେତକେ ଲୋକ ଯେଉଁମାନେ ବିଚାରାଳଯରେ ମିଥ୍ଯା କହନ୍ତି, ମାେତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି। ସମାନେେ ମାେତେ ଅନକେ ପ୍ରଶ୍ନ ପଚାରିବେ ମୁଁ ସେସବୁ ବିଷଯରେ କିଛି ଜାଣେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଯେଉଁମାନେ ବିଗ୍ଭରାଳୟରେ ମିଥ୍ୟା କହନ୍ତି, ମୋତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି। ସେମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିବେ ମୁଁ ସେସବୁ ବିଷୟରେ କିଛି ଜାଣେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି।