Psalms 35:12 — Compare Translations
5 translations compared side by side
Odia - 1840
"ମୁଁ କବଳେ ଭଲ କାର୍ୟ୍ଯ କରିଛି। କିନ୍ତୁ ସହେି ଲୋକମାନେ ମାେ ବିରୁଦ୍ଧରେ କବଳେ ମନ୍ଦ କାର୍ୟ୍ଯ କରିଛନ୍ତି। ସଦାପ୍ରଭୁ ଦୟାକରି ମାେତେ କବଳେ ଭଲ ଜିନିଷ ଦିଅ, ୟାହା ମାରେ ପ୍ରାପ୍ଯ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କେବଳ ଭଲ କାର୍ଯ୍ୟ କରିଛି। କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।