Psalms 35:13 — Compare Translations
5 translations compared side by side
Odia - 1840
"ଯେତବେେଳେ ସହେି ଲୋକମାନେ ପୀଡ଼ିତ ଥିଲେ, ମୁଁ ସମାନଙ୍କେ ପାଇଁ ଦୁଃଖିତ ହାଇେଥିଲି। ମୁଁ କିଛି ନ ଖାଇ ମାରେ ସମବଦନୋ ଜଣାଇ ଥିଲି। ଏହା କ'ଣ ମାେ ପାଇଁ ସମାନଙ୍କେର ଉପୟୁକ୍ତ ପ୍ରତିଦାନ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି। ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି। ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।