Psalms 35:14 — Compare Translations

5 translations compared side by side

Odia - 1840
"ମୁଁ ସମାନଙ୍କେ ପାଇଁ ଶାେକାତୁର ପୋଷାକ ପିନ୍ଧିଥିଲି। ମୁଁ ସମାନଙ୍କେୁ ମାରେ ଭାଇ ବନ୍ଧୁ ପରି ବ୍ଯବହାର କରିଥିଲି। ମୁଁ ଦୁଃଖିତ ହାଇେଥିଲି ୟପରେି ଜଣେ ବ୍ଯକ୍ତି ତା'ର ମା'ର ମୃତ୍ଯୁରେ ଅଧୀର ହାଇେ କ୍ରନ୍ଦନ କରେ। ମୁଁ ସହେି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ୟାହା ଶାେକରେ ପ୍ରତୀକ ଅଟେ। ମୁଁ ନତ ମସ୍ତକ ହାଇେ ଶାେକରେ ଅଧୀର ହାଇେ ଚାଲିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି। ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି। ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା’ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ। ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକରେ ପ୍ରତୀକ ଅଟେ। ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।