Psalms 35:15 — Compare Translations
5 translations compared side by side
Odia - 1840
"ମୁଁ ଯେତବେେଳେ ଗୋଟିଏ ଭୁଲ୍ କରି ବସିଲି, ସହେି ଲୋକମାନେ ମାେତେ ଦେଖି ହସିଲେ। ସହେି ଲୋକମାନେ ପ୍ରକୃତ ବନ୍ଧୁ ନୁହଁନ୍ତି। ମୁଁ ସମାନଙ୍କେୁ ସତେ ୟମେିତି ଜାଣେ ନାହିଁ। ସମାନେେ ମାେତେ ଚାରିଆଡ଼ୁ ଘରେି ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷା; ନୋହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ଗୋଟିଏ ଭୁଲ୍ କରି ବସିଲି, ସେହି ଲୋକମାନେ ମୋତେ ଦେଖି ହସିଲେ। ସେହି ଲୋକମାନେ ପ୍ରକୃତ ବନ୍ଧୁ ନୁହନ୍ତି। ମୁଁ ସେମାନଙ୍କୁ ସତେ ଯେମିତି ଜାଣେ ନାହିଁ। ସେମାନେ ମୋତେ ଗ୍ଭରିଆଡ଼ୁ ଘେରି ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋʼ ଅଜ୍ଞାତସାରରେ ମୋʼ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;