Psalms 35:16 — Compare Translations
5 translations compared side by side
Odia - 1840
"ସମାନେେ ମାେ ପ୍ରତି ଅଭଦ୍ର ଭାଷା ପ୍ରଯୋଗ କରି ମାେତେ ପରିହାସ କରୁଥିଲେ। ସହେି ଲୋକମାନେ ଭାଗରେ ଦାନ୍ତ କଡ଼ମଡ଼ କରି ମାେ ଉପରେ ରାଗରେ ଜଳି ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୋଜରେ ପାଷାଣ୍ତ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦ; ଘର୍ଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋ’ ପ୍ରତି ଅଭଦ୍ର ଭାଷା ପ୍ରୟୋଗ କରି ମୋତେ ପରିହାସ କରୁଥିଲେ। ସେହି ଲୋକମାନେ ରାଗରେ ଦାନ୍ତ କଡ଼ମଡ଼ କରି ମୋ’ ଉପରେ ରାଗରେ ଜଳି ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋʼ ଉପରେ ଦନ୍ତ ଘର୍ଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।