Psalms 35:17 — Compare Translations
5 translations compared side by side
Odia - 1840
"ମାରେ ପ୍ରଭୁ, ଆଉ କେତଦେିନ ଏପରି ଘଟଣା ମାେ ଉପରେ ଘଟୁଥିବ? ସହେି ଲୋକମାନେ ମାେତେ ଧ୍ବଂସ କରିଦବୋକୁ ଚାହୁଁଛନ୍ତି। ସଦାପ୍ରଭୁ ମାରେ ପ୍ରାଣକୁ ବଞ୍ଚାଅ। ମାରେ ଅତି ପ୍ରିଯ ଆତ୍ମାକୁ ସହେି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର। ସମାନେେ ସିଂହ ତୁଲ୍ଯ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ଵଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର (ଆତ୍ମାକୁ) ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ? ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି। ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ। ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର। ସେମାନେ ସିଂହ ତୁଲ୍ୟ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।