Psalms 35:19 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ ବିନା କାରଣରେ ମାେ ସହିତ ଆଉ ପରିହାସ କରିବେ ନାହିଁ। ସମାନେେ ନିଶ୍ଚଯ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ । କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ଆକ୍ଷିଠାର ମାରିବାକୁ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ବିନା କାରଣରେ ମୋ’ ସହିତ ଆଉ ପରିହାସ କରିବେ ନାହିଁ। ସେମାନେ ନିଶ୍ଚୟ ତାଙ୍କର ଗୋପନ ମନ୍ତ୍ରଣା ପାଇଁ ଦଣ୍ଡିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।