Psalms 35:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭେ ଢ଼ାଲ ଓ ସାଞ୍ଜୁ ଉଠାଅ। ଜାଗ୍ରତ ହୁଅ, ମାରେ ସହାୟ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭେ ଢାଲ ଓ ସାଞ୍ଜୁ ଉଠାଅ। ଜାଗ୍ରତ ହୁଅ, ମୋର ସହାୟ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
Odia IRV 2017 (ଓଡିଆ ବାଇବେଲ)
ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।