Psalms 35:20 — Compare Translations

5 translations compared side by side

Odia - 1840
"ମାରେ ଶତ୍ରୁମାନେ କବେେ ହେଲେ ଶାନ୍ତିର କଥା କହନ୍ତି ନାହିଁ। ସମାନେେ ଗୋପନରେ ଶାନ୍ତି ପ୍ରତିଯ ଲୋକମାନଙ୍କ ବିରୁଦ୍ଧରେ ମନ୍ଦ କାର୍ୟ୍ଯ କରିବାକୁ କଳ୍ପନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ। ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।